oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ପଞ୍ଚାୟତ ଅଫିସ୍‌ରେ ୨ ଦିନ ହେଲା ପଡିଛି ତାଲା, ଗାଁରେ ଉତ୍ତେଜନା

18/02/2021 at 11:40 AM

କରଞ୍ଜିଆ ୧୮।୨: ମୟୂରଭଞ୍ଜ ଜିଲ୍ଲା ଜାମୁତି ପଞ୍ଚାୟତ କାର୍ଯ୍ୟାଳୟରେ ପଡିଛି ତାଲା । ଏ ନେଇ ସ୍ଥାନୀୟ ସରପଞ୍ଚ କିଛି ଜାଣିନଥିବା କହିଥନ୍ତି । ଦୁଇ ଦିନ ହେବ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପଡିଛି । ତେବେ ଶୁକ୍ରୁଳି ବ୍ଲକ୍ ଜାମୁତି ପଞ୍ଚାୟତରେ କେହି ଅଜଣା ବ୍ୟକ୍ତି ତାଲା ପକାଇ ଥିବା ସରପଞ୍ଚ ସୂଚନା ଦେଇଛନ୍ତି ।

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବାକୁ ନେଇ ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ରରୁଆଁ ପୋଲିସ ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି ।

   Related Posts