ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ପୁରୀରେ ୫-T ସଚିବ, ଶ୍ରୀଜିଉଙ୍କୁ ଦର୍ଶନ କଲେ ପାଣ୍ଡିଆନ୍ ଦମ୍ପତ୍ତି

22/10/2022 at 10:13 AM

ପୁରୀ ୨୨/୧୦: ପୁରୀ ଗସ୍ତରେ ୫-T ସଚିବ । ୫-T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ ଓ ତାଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ‌‌ ପାଣ୍ଡିଆନ୍ । ଆଜି ସକାଳୁ ଉଭୟେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିଛନ୍ତି ।

ଏଥିସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଛନ୍ତି । ଦର୍ଶନ ସାରିବି ପରେ ୫-T ସଚିବ ଦମ୍ପତ୍ତି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

   Related Posts