Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ପରୀ ରଥ ଉଦଯାପିତ

12/06/2018 at 10:17 AM

ପରି ପାଇଁ କଥାଟିଏ ନାମକ ଏକ ସଚେତନତା କାର୍ଯ୍ୟକ୍ରମ ଉଦଯାପିତ ହୋଇଛି । ପରି ଏକ୍ସପ୍ରେସ ମେ ୧୨ ରୁ ଜୁନ୍ ୧୨ ଯାଏ ୩୦ଟି ଜିଲ୍ଲାରେ ସଚେତନତା ବାର୍ତ୍ତା ଦେଇଛି । ରାଜ୍ୟରେ ନାବାଳିକା ଓ ମହିଳା ମାନଙ୍କ ଉପରେ ବଢୁଥିବା ଅସଦାଚରଣ ଓ ଦୁଷ୍କର୍ମକୁ ରୋକିବା କ୍ଷେତ୍ରରେ ସଚେତନତା କରିଛି ।ଏହିପରି ଏକ୍ସପ୍ରେସ ୟୁନିସେଫ୍ ଓ ଓଡିଶା ପୋଲିସର ମିଳିତ ଉଦ୍ୟମରେ ଏହି ପଦକ୍ଷେପ ନିଆଯାଇଛି । ଏହି ପରି ଏକ୍ସପ୍ରେସ ରାଜ୍ୟର ୩୦ ଜିଲ୍ଲାରେ ୪୬ ହଜାର କିଲୋମିଟର ଭ୍ରମଣ କରି ଲୋକମାନଙ୍କୁ ସଚେତନ କରିଛି ।ଏଥି ପାଇଁ ୧୫ଟି ଗାଡିକୁ ନିୟୋଜିତ କରାଯାଇଥିଲା | ରାଜ୍ୟ ପୋଲିସର ରିର୍ପୋଟ ଅନୁସାରେ ୯୨ ପ୍ରତିଶତ ମାମଲାରେ ପରିବାର ଲୋକ ସଂପୃକ୍ତ ରହୁଥିବା ବେଳେ ପୋଲିସ ୮୦ପ୍ରତିଶତ ମାମଲାରେ ୪୮ ଘଣ୍ଟା ମଧ୍ୟରେ ଗିରଫ କରାଯାଇଛି ବୋଲି ପୋଲିସ ଡିଜି ସୂଚନା ଦେଇଛନ୍ତି । କୁନି କୁନି ଝିଅ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ବେଶ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts