scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ

18/07/2018 at 5:43 AM

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି | ଏହା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ | ଚଳିତ ମୌସୁମୀ ଅଧିବେଶନରେ ସମୁଦାୟ ୧୮ଟି କାର୍ଯ୍ୟ ଦିବସ ରହିଛି | ଅଧିବେଶନ ସୁରୁଖୁରୁରେ ଚାଲିବା ଲାଗି ପ୍ରଧାନମନ୍ତ୍ରୀ ମୋଦି ସବୁ ରାଜନୈତିକ ଦଳର ସହଯୋଗ ଲୋଡିଛନ୍ତି | ଗତକାଲି ଲୋକସଭା ବାଚସ୍ପତି ସୁମିତ୍ରା ମହାଜନଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା |

   Related Posts