ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଛାତରୁ ପଡି ପର୍ଯ୍ୟଟକ ମୃତ, ସାଙ୍ଗମାନେ ଠେଲି ହତ୍ୟା କରିଥିବା ସନ୍ଦେହ

26/08/2022 at 1:27 PM

ପୁରୀ ୨୬/୦୮: ପୁରୀ ବଳିଆପଣ୍ଡାସ୍ଥିତ ହୋଟେଲ କ୍ରିଷ୍ଣା ସି ସାଇଟରେ ଅଘଟଣ । ହୋଟେଲ ୬ ତାଲା ଉପରୁ ପଡି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ । ମୃତ ପର୍ଯ୍ୟଟକ ହେଉଛନ୍ତି ଅସ୍ତରଙ୍ଗ ଥାନା ଅଧିନ ଉଦୟପୁର ଅଞ୍ଚଳର ଲିଙ୍ଗରାଜ ସାହୁ ।

ଖବର ପାଇ ଘଟଣାସ୍ଥଳରେ ବଳିଆ ପଣ୍ଡା ଥାନା ପୋଲିସ ଓ ଏସପି କନୱର ବିଶାଳ ସିଂ ପହଞ୍ଚି ଆରମ୍ଭ କରିଛନ୍ତି ତଦନ୍ତ। ତେବେ ଛାତରୁ ପଡି ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି କି ତାଙ୍କୁ ସାଙ୍ଗମାନେ ଠେଲି ହତ୍ୟା କରିଛନ୍ତି ତାହା ଜଣାପଡିନି । ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି ବଳିଆ ପଣ୍ଡା ଥାନା ଅଧିକାରୀ।

   Related Posts