ଛତ୍ରିପୁଟ ନିକଟରେ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା, ୫ ବଗି ଲାଇନ୍‌ଚ୍ୟୁତ

Published By : Prameya-News7 Bureau | September 12, 2022 IST

କୋରାପୁଟ, ୧୨/୦୯: ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ । ଜୟପୁର ଛତ୍ରିପୁଟ ନିକଟରେ ଏହି ପାସେଞ୍ଜର ଟ୍ରେନର ୫ ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି । ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍‌ ବିଶାଖାପାଟଣା ଠାରୁ କିରୁଣ୍ଡଲ ଯାଉଥିବା ସମୟରେ ଲାଇନଚ୍ୟୁତ ହୋଇଛି । ହେଲେ ଲାଇନଚ୍ୟୁତ ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ଏ ପର୍ଯ୍ୟନ୍ତ ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.