AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବଦାସ ହତ୍ୟା ଘଟଣାରେ ଡିଜିଙ୍କ ପ୍ରେସମିଟ୍, କହିଲେ ତଦନ୍ତକୁ ଆହୁରି ଲାଗିବ ସମୟ
  • ||
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ଛତ୍ରିପୁଟ ନିକଟରେ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା, ୫ ବଗି ଲାଇନ୍‌ଚ୍ୟୁତ

12/09/2022 at 4:21 PM

କୋରାପୁଟ, ୧୨/୦୯: ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ । ଜୟପୁର ଛତ୍ରିପୁଟ ନିକଟରେ ଏହି ପାସେଞ୍ଜର ଟ୍ରେନର ୫ ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି । ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍‌ ବିଶାଖାପାଟଣା ଠାରୁ କିରୁଣ୍ଡଲ ଯାଉଥିବା ସମୟରେ ଲାଇନଚ୍ୟୁତ ହୋଇଛି । ହେଲେ ଲାଇନଚ୍ୟୁତ ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ଏ ପର୍ଯ୍ୟନ୍ତ ମିଳିନାହିଁ ।

   Related Posts