oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ପାଟଣା ଓ ସାହାରପଡାରେ କରୋନା ଆତଙ୍କ, ଟେଷ୍ଟିଂ ପାଇଁ ଗ୍ରାମବାସୀଙ୍କ ନମୂନା ପଠାଇଲା ସ୍ୱାସ୍ଥ୍ୟ ବିଭାଗ

8/01/2022 at 10:07 AM

ପାଟଣା, ୦୮/୦୧: ପୁଣି ଚିନ୍ତା ବଢାଇଲାଣି କରୋନା । କେନ୍ଦୁଝର ଜିଲ୍ଲା ପାଟଣା ଓ ସାହାରପଡା ବ୍ଲକରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଚିହ୍ନଟ ପରେ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି । ଗାଁରେ ସ୍ୱାସ୍ଥ୍ୟ ବିଭାଗ ଟିମ୍ ପହଁଚି ପରିବାର ଓ ଗ୍ରାମବାସୀଙ୍କ ନମୂନା ସଂଗ୍ରହ କରିଛନ୍ତି।

ପାଟଣା ବ୍ଲକର ଏରେଣ୍ଡେଇ ପଞ୍ଚାୟତରେ ଜଣେ ୭୦ ବର୍ଷୀୟ ମହିଳା, କେନ୍ଦେଇପଶି ପଞ୍ଚାୟତର ୭୧ ବର୍ଷୀୟ ପୁରୁଷ ଏବଂ ସାହାରପଡା ବ୍ଲକ ଉଦୟପୁର ପଞ୍ଚାୟତର ଜଣେ ୧୫ ବର୍ଷୀୟ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି ।  

   Related Posts