suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

କରୋନା କଟକଣା : ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏଁ ଖୋଲା ରହିବ ପଟ୍ଟାମୁଣ୍ଡାଇ ବଜାର

1/10/2020 at 9:08 AM

ପଟ୍ଟାମୁଣ୍ଡାଇ ୧।୧୦: ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ ବଜାର ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି ।

ତେବେ ଆଜିଠାରୁ ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ପଟ୍ଟାମୁଣ୍ଡାଇ ବଜାର । ୨ଟା ପରେ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବଜାରର ବିଭିନ୍ନ ସଂଗଠନ । କରୋନା ସଂକ୍ରମଣ ବଢ଼ୁଥିବାରୁ ବ୍ୟବସାୟୀମାନେ ଏହି ନିଷ୍ପତ୍ତି ନେଇଛନ୍ତି ।

   Related Posts