ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

୨୦୨୪ରେ କଂଗ୍ରେସ-ବିଜେଡି ଲଢେଇ, ୧ ନମ୍ବର ହେବ କଂଗ୍ରେସ : ପିସିସି ସଭାପତି

4/06/2022 at 1:15 PM

ଭୁବନେଶ୍ବର ୪।୬: ବିଜେପିର ଅଭିଯୋଗ ଉପରେ ଜବାବ ରଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର କାହାକୁ ବିଜେଡି ଫଣ୍ଡିଙ୍ଗ କରିଛି। ତାହାର ପ୍ରମାଣ ଦେଲେ ଆମେ ତାକୁ ସଙ୍ଗେ ସଙ୍ଗେ ପାର୍ଟିରୁ ଏକ୍ସଫେଲ କରିବୁ। ଖାଲି କହି ଦେଲେ ହେବନି । ବିଜେଡି ବିଜେପି ଭାଇ ଭାଇ । ତାଙ୍କର ବିକଳ୍ପ ହେଉଛି କଂଗ୍ରେସ । ୨୦୨୪ରେ କଂଗ୍ରେସ ବିଜେଡି ଲଢେଇ ହେବ। କଂଗ୍ରେସ ୧ ନମ୍ବର ହେବ । ୨୨ ବର୍ଷ ଶାସନରେ ଲୋକ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ ଉପରେ ଆସ୍ଥା ପ୍ରକଟ କରୁଛନ୍ତି ବୋଲି ଶରତ ପଟ୍ଟନାୟକ କହିଛନ୍ତି ।

   Related Posts