ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ପୁରୀ ମହୋଦଧିରେ ବୋଇତ ବନ୍ଦାଣ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ; ଶ୍ରୀଜିଉଙ୍କ ରାଜରାଜେଶ୍ବରୀ ବେଶ

23/11/2018 at 9:39 AM

ପୁରୀ ୨୩|୧୧:  ପୁରୀରେ ବୋଇତ ବନ୍ଦାଣ ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ମହୋଦଧିରେ ଡଙ୍ଗା ଭସାଇବା ପାଇଁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳିଛି। ସେପଟେ ଆଜି ରାଜରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି  ଶ୍ରୀଜୀଉ । ସେଥିପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଏହାସହ ବିଭିନ୍ନ ମଠ ମନ୍ଦିରରେ ହବିଷ୍ୟାଳିଙ୍କ ଭିଡ ମଧ୍ୟ ଦେଖିବାକୁ ମିଳିଛି । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

   Related Posts