ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ…

16/03/2020 at 5:48 PM

ଗଜପତି୧୬/୩: ଜିଲ୍ଲା ମୋହନା ନିକଟସ୍ଥ ରାଇସିଂ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ବାଇକ ସହ ପିକ୍‌ଅପ ଧକ୍କା ହେବ ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି ।

ମୃତକ ମାନେ କର୍ଚବାଡି ଅଞ୍ଚଳର ବୋଲି ଜଣା ପଡ଼ିଛି। ୩ ଜଣ ଏକ ବାଇକରେ ମୋହନାରୁ କର୍ଚବାଡି ଅଞ୍ଚଳକୁ ଯାଉଥିଲେ।

ବିପରୀତ ଦିଗରୁ ଏକ ପିକଅପ ଭ୍ୟାନ ମୋହନା ଆଡ଼ୁ ଆସୁଥିବା ବେଳେ ଘାଟିରେ ମୁହାଁ ମୁହିଁ ଧକା ହୋଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ମୃତ ଦେହ ଜବତ କରି ତଦନ୍ତ କରୁଛି ।

   Related Posts