ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଭାରସାମ୍ୟ ହରାଇ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ

25/12/2020 at 8:19 AM

ପାଟଣା୨୫/୧୨: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ।୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ଆକାଶିଆ କାଠ ଗଣ୍ଡି ସହ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଛି ପୋଲିସ ଓ ବନ ବିଭାଗ।ତୁରୁମୁଙ୍ଗା ଚମ୍ପୁଆ ରାସ୍ତାର ନେଉଳିଯୋଡି ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି।

   Related Posts