ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଟ୍ରକ ପଛରେ ପିଟିଲା ପିକ୍‌-ଅପ୍‌ ଭ୍ୟାନ, ଜଣେ ମୃତ, ଅନ୍ୟଜଣେ ଗୁରୁତର

19/11/2022 at 3:38 PM

ରାଉରକେଲା, ୧୯/୧୧: ରାଉରକେଲା ଚାନ୍ଦିପୋଷ ଥାନା ବିରତୋଳା ବଜାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘିଟିଛି । ରାସ୍ତାକଡ଼ରେ ଛିଡା ହୋଇଥିବା ଟ୍ରକ ପଛରେ ଭାରସାମ୍ୟ ହରାଇ ଏକ ପିକ୍‌-ଅପ୍‌ ଭ୍ୟାନ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ପିକ୍‌-ଅପ୍‌ ଭ୍ୟାନର ଚାଳକ ସହ ବସିଥିବା ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବଣାଇ ଡାକ୍ତରଖାନା ପରେ ରାଉରକେଲା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଅନ୍ୟପଟେ ରାଉରକେଲା ଡାକ୍ତରଖାନାରେ ଚିକିତ୍ସ।ଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟ ହୋଇଥିବା ବେଳେ ଆଉ ଜଣେ ଚିକିତ୍ସ। ହେଉଛନ୍ତି । ଖବର ପାଇ ଚାନ୍ଦିପୋଷ ପୋଲିସ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ଅନ୍ୟପଟେ ଛିଡା ହୋଇଥିବା ଟ୍ରକଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଛି ।

   Related Posts