ପଟ୍ଟାମୁଣ୍ଡାଇ ୨୭।୫: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ମୁଗକଣୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ରାସ୍ତା ଢ଼ଳେଇ କାମ ସାରି ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ମୁଗକଣୀ ଗାଁ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ରାସ୍ତା ଢ଼ଳେଇ କାମ ସାରି ଏକ ପିକଅପ ଗାଡ଼ିରେ ଯାଉଥିବା ସମୟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା । ଘଟଣାସ୍ଥଳରେ ଗୋଖନୀ ଗାଁର ସୁମନ୍ତ ମହାନ୍ତି, ଚିଂଚିରି ଗାଁର କୁମର ବାରିକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଯାଉଥିବା ସମୟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା ।

​​​​​​​Also Read:- ଏଣିକି ଲାଞ୍ଚ ନେଲେ ଆଉ ନିସ୍ତାର ନାହିଁ, ଉପରୁ ତଳ ସବୁଠି ହେବ ଧରପଗଡ଼

ଘଟଣାସ୍ଥଳରେ ଗୋଖନୀ ଗାଁର ସୁମନ୍ତ ମହାନ୍ତି, ଚିଂଚିରି ଗାଁର କୁମର ବାରିକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।