oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୨ ବର୍ଷ ହେଲା ମିଳୁନି ପିହୁର ପତ୍ତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ମା’

8/08/2022 at 11:42 AM

ଯାଜପୁର ୮।୮: ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ନିଖୋଜ ଶିଶୁ କନ୍ୟା ପିହୁର ମା’ ଓ ପରିବାର । ନ୍ୟାୟ ନପାଇବା ଯାଏଁ ଧାରଣାରୁ ହଟିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଅଞ୍ଚଳର ଦୁଇ ବର୍ଷର ଶିଶୁ କନ୍ୟା ପିହୁ ନିଖୋଜ ଘଟଣାକୁ ଇତିମଧ୍ୟରେ ଦୁଇ ବର୍ଷ ପୁରିଗଲେଣି । ହେଲେ ଏଯାଏଁ ପିହୁର ପତ୍ତା ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି ପିହୁର ମା’ ଓ ପରିବାର । ନ୍ୟାୟ ନପାଇବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ପିହୁର ମା’ ମୋନାଲିସା କହିଛନ୍ତି ।

   Related Posts