oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

କେନ୍ଦ୍ରାପଡା ସ୍ଵୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ପ୍ରକାଶିତ

17/05/2019 at 1:29 PM

କେନ୍ଦ୍ରାପଡା ୧୭|୫: କେନ୍ଦ୍ରାପଡ଼ା ସ୍ଵୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଆର୍ଟସରେ ପାସ ହାର ୯୫.୭୩ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ୯୨.୦୩ ଓ ବିଜ୍ଞାନ ରେ ୯୫.୩୩ ପ୍ରତିଶତ ପାସ୍ ହାର ରହିଛି | ତନୁଜା ପ୍ରିୟଦର୍ଶିନୀ ଦାସ କଲେଜର ସାଇନ୍ସରେ ବେଷ୍ଟ ଗ୍ରାଜୁଏଟ ହୋଇଥିବା ବେଳେ ଆର୍ଟସ୍‌ରେ ଅଙ୍କିତା ନାୟକ ଓ ବାଣିଜ୍ୟରେ ପୁଷ୍ପାଞ୍ଜଳି ବିଶ୍ଵାଳ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି |

ସେହିପରି ଚଳିତ ବର୍ଷ ଛାତ୍ରୀମାନେ ଚଳିତ ବର୍ଷ ପରୀକ୍ଷାରେ ବେଶ୍ ଭଲ ପ୍ରଦର୍ଶନ କରିଥିବା କଲେଜ ଅଧ୍ୟକ୍ଷ ଡକ୍ଟର ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି |

   Related Posts