vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଭୋ ଉପରେ ଚଢଉ ନେଇ ଚୀନର ରାଗ, କହିଲା- ‘ବିଦେଶୀ କମ୍ପାନୀଙ୍କ ଇଚ୍ଛା କମିଯିବ…’
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ଆସନ୍ତା ୧୯ରେ ବାହାରିବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

17/05/2018 at 11:49 AM

୧୯ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ । ୧୯ ତାରିଖ ଦିନ ୧୧ଟାରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଏହି ଫଳାଫଳ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ ଅଫିସିଆଲ ଉବସାଇଟchseodisha.nic.in. ରେଜଲ୍ଟ ଦେଖିପାରିବେ। ଏହାସହ orissaresults.nic.in.ରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ଦେଖିପାରିବେ। ପରିୀକ୍ଷାଥୟୀ ନିଜର ରୋଲ ନମ୍ବର ରେଜି‌େ‌;ଷ୍ଟ୍ରସନ ନମ୍ବର ଟାଇପ କରି ରେଜଲ୍ଟ ଜାଣି ପାରିବେ।ଚଳିତ ବର୍ଷ ଯୁକ୍ତ ଦୁଇ ବର୍ଗରେ ୩ ଲକ୍ଷ ୬୫ ହଜାର ୮୨୬ ପରୀକ୍ଷାର୍ଥୀ ରହିଥିବାବେଳେ ବିଜ୍ଞାନ ବିଭାଗରେ ୯୬ ହଜାରରୁ ଉଧ୍ବ ଛାତ୍ର ଛାତ୍ରୀ ବିଜ୍ଞାନ ବିଭାଗରେ ପରୀକ୍ଷା ଦେଇଛନ୍ତି।

Leave a Reply

   Related Posts