oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫ୍‌ଲାଇନ୍ ପରୀକ୍ଷା ଫଳ, ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ

19/11/2021 at 12:03 PM

ଭୁବନେଶ୍ବର ୧୯।୧୧: ଶୁକ୍ରବାର ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫ୍ ଲାଇନ୍ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଓ୍ବେବସାଇଟ୍ orissaresults.nic.inରେ ରେଜଲ୍ଟ ପ୍ରକାଶ ପାଇବ ।

ଉଲ୍ଲେଖଯୋଗ୍ୟ ଯେ, ଅକ୍ଟୋବର ୧ରୁ ୧୧ ତାରିଖ ଯାଏଁ ଅଫ୍ ଲାଇନ୍ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ରାଜ୍ୟର ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ।

   Related Posts