oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ, ବାବା ଭୈରବା ନନ୍ଦ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପ୍ରିୟଙ୍କା ଟପ୍ପର

28/07/2022 at 12:33 PM

ଚଣ୍ଡିଖୋଲ ୨୮।୦୭ : ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିଛନ୍ତି । ଏହିକ୍ରମରେ ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସ୍ଥିତ ବାବା ଭୈରବା ନନ୍ଦ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଯୁକ୍ତ୨ ବାଣିଜ୍ୟରେ ଛାତ୍ରଛାତ୍ରୀ ଭଲ ରେଜଲ୍ଟ କରିଛନ୍ତି । ପ୍ରିୟଙ୍କା ଜେନା ବାଣିଜ୍ୟରେ ୯୩.୩୩ ପ୍ରତିଶତ ନମ୍ବର ରଖି କଲେଜରେ ଟପ୍ପର ହୋଇଛନ୍ତି ।

ତେବେ କଲେଜରେ ମୋଟ ୬୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମୋଟ ୫୬୦ ନମ୍ବର ରଖି କଲେଜରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ପ୍ରିୟଙ୍କା । ଏନେଇ ପ୍ରିୟଙ୍କା ପାଖକୁ ଶୁଭେଚ୍ଛାରେ ସୁଅ ଛୁଟିଛି । ଅଫଲାଇନ ପରୀକ୍ଷା ହୋଇଥିବରୁ ସେଥିପାଇଁ ବହୁ ଚ୍ୟାଲେଞ୍ଜ ଥିଲା। ଦୀର୍ଘ ୬ ଘଣ୍ଟା ପ୍ରତିଦିନ ପାଠ ପଢୁଥିଲେ । ଏହି ସଫଳତାର ଶ୍ରେୟ ସେ ନିଜ ପରିବାର ଲୋକଙ୍କୁ ଓ କଲେଜ ଅଧ୍ୟାପକଙ୍କୁ ଦେଇଛନ୍ତି ।ଭବିଷ୍ୟତରେ ଚାଟାର୍ଡ଼ ଆକାଉଣ୍ଟାଣ୍ଟ ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି।

   Related Posts