oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି ; ବିମାନ ବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା

22/09/2018 at 10:22 AM

ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ମୋଦିଙ୍କ ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି | ଭାରତୀୟ ବାୟୁ ସେନାର ଏକା ସ୍ୱତନ୍ତ୍ର ବିମାନରେ ମୋଦି ଆସି ପହଂଚିଛନ୍ତି | ମୋଦିଙ୍କ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ପୋଲିସ ଡିଜି ଆର.ପି.ଶର୍ମା, ଜୁଏଲ ଓରାମଙ୍କ ସହିତ ବିଜେପିର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ନେତା ଉପସ୍ଥିତ ଅଛନ୍ତି |

   Related Posts