oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

କେରଳରେ ବର୍ଷା ତାଣ୍ଡବ ; ଆକାଶ ମାର୍ଗରୁ ବନ୍ୟା ଅଂଚଳ ପରିଦର୍ଶନ କଲେ ମୋଦି

18/08/2018 at 1:35 PM

କେରଳରେ ବର୍ଷା ତାଣ୍ଡବ ମାଛିଚି | ଆକାଶ ମାର୍ଗରୁ ବନ୍ୟା ଅଂଚଳ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ବନ୍ୟା ସ୍ଥିତି ସମୀକ୍ଷା ପରେ ମୋଦି ୫୦୦ କୋଟି ଟଙ୍କାର ଅତିରିକ୍ତ ସହାୟତା ରାଶି ଘୋଷଣା କରିଛନ୍ତି | ଏହା ସହ ପ୍ରତି ମୁତକଙ୍କ ପରିବାର ପାଇଁ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କା ଓ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି | ପୂର୍ବରୁ ସ୍ଵରାଜ୍ୟ ମନ୍ତ୍ରୀ ରାଜନାଥ ସିଂ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଅନୁଧ୍ୟାନ କରିବା ସହ ୧୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ | କେରଳରେ ବନ୍ୟା ଓ ଭୂସ୍ଖଳନ ଜନିତ ମୃତ୍ୟୁ ସଂଖ୍ୟା ୩୨୪ କୁ ପହଂଚିଲାଣି |

   Related Posts