oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପିଏନ୍‌ବି ଏଟିଏମ୍ ଉଦ୍‌ଘାଟିତ

6/01/2022 at 7:49 PM

ଭୁବନେଶ୍ୱର, ଜାନୁଆରୀ ୬: ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ (ପୋଖରୀପୁଟ ଶାଖା)ର ନବୀକରଣ କରାଯାଇଥିବା ଏଟିଏମ୍ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟ ନିକଟରେ ଥିବା ଏହି ଏଟିଏମ୍‌ର ନବୀକରଣ କରାଯାଇ
ଗ୍ରାହକଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଏହି ନୂତନ ଏଟିଏମ୍‌ର ଉଦ୍‌ଘାଟନ ସମୟରେ ସୋଆର ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ପିଏନ୍‌ବି ଭୁବନେଶ୍ୱର ସର୍କଲ୍‌ର ମୁଖ୍ୟ ପରେଶ କୁମାର ଦାସ, ପୋଖରୀପୁଟ ଶାଖାର ମୁଖ୍ୟ ସୌମିତ୍ରୀ ପତି, ପୂର୍ବତନ ବ୍ରାଂଚ ମୁଖ୍ୟ ହିମାଂଶୁ ଶେଖର ମହାପାତ୍ର ଓ ସୋଆର ଚିଫ୍ ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ପିଏନ୍‌ବି ଶାଖା ଓ ଏଟିଏମ୍ ପୋଖରୀପୁଟ ସମେତ ଜାଗମରା, ଖଣ୍ଡଗିରି ଧର୍ମବିହାର ଅଂଚଳର ଅନେକ ଗ୍ରାହକଙ୍କର ସେବାରେ ଉପଲବ୍ଧ ଅଟେ ।

   Related Posts