ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ମହାନଦୀ ଘାଟରେ ଭାସୁଛି ଅଜଣା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ବଢିଲା ସସପେନ୍ସ

7/10/2022 at 2:43 PM

ସୁବର୍ଣ୍ଣପୁର ୭/୧୦: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଚଡେଇପଙ୍କ ମହାନଦୀ ଘାଟରେ ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର । ଭାସୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଉଲୁଣ୍ଡା ଓ ବିନିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ପୋଲିସ ପହଞ୍ଚିବା ପରେ ବିନିକା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ବ୍ୟକ୍ତିର ପରିଚୟ ଜଣାପଡିନି । ତେବେ କିଭଳି କାହିଁକି ଏଠାକୁ ଆସିଲା ମୃତଦେହ ତାହା ଜଣାପଡିନି । ପ୍ରକୃତରେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ ସ୍ପଷ୍ଟ କରିଛି ।

   Related Posts