vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

କଟକ ଟ୍ରିପଲ ମର୍ଡର ଘଟଣା :ସନ୍ଦିଗ୍ଧକୁ ଗଞ୍ଜାମରୁ ଧରିଲା କମିଶନରେଟ୍ ପୋଲିସର ସ୍ପେଶାଲ ଟିମ୍

29/07/2019 at 12:07 PM

ଗଞ୍ଜାମ ୨୯/୭: କଟକ ଟ୍ରିପଲ୍ ମର୍ଡର ଘଟଣାରେ ଜଣେ ସନ୍ଦିଗ୍ଧକୁ ଅଟକ କରାଯାଇଛି । ସନ୍ଦିଗ୍ଧ ଜଣଙ୍କ ଗଞ୍ଜାମ ଜିଲ୍ଲାର ନାରାୟଣ ସାହୁ । କଟକ କମିଶନରେଟ ପୋଲିସର ସ୍ପେଶାଲ୍ ଟିମ୍ ତାକୁ ଆଜି ଗଞ୍ଜାମରୁ ଉଠାଇ ଆଣିଛି । ତାକୁ ଅଟକ ରଖି ପୋଲିସ ପଚରା ଉଚରା କରୁଛି । ତେବେ ଅଟକ ନାରାୟଣ ସାହୁ ମାନସିକ ରୋଗୀ କି ନୁହେଁ ସେ ନେଇ ପଚରା ଉଚରା ଚାଲୁଛି ବୋଲି ସାମ୍ବାଦିକ ସମ୍ମୁଳନୀରେ ସୂଚନା ଦେଇଛନ୍ତି କଟକ ଡିସିପି ।

। ତେବେ ଯୋବ୍ରା ଅଞ୍ଚଳର ଜଣେ ଯୁବତୀଙ୍କ ବେକ କାଟିବା ଉଦ୍ୟମ ଘଟଣା ଗୁଜବ । ଚେନ୍ ଲୁଟିବା ସମୟରେ ମହିଳାଙ୍କ ବେକ କଟିଯାଇଥିବା କଟକ ଡିସିପି ସୂଚନା ଦେଇଛନ୍ତି ।

   Related Posts