Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ରିଲ୍ସ କରିବା ପାଇଁ ନିଜ ଜୀବନକୁ ବିପଦରେ ପକାନ୍ତୁ ନାହିଁ- ଓଡିଶା ପୋଲିସ

14/03/2023 at 3:11 PM

ଭୁବନେଶ୍ୱର ୧୪।୦୩ : ରିଲ୍ସ କରିବା ପାଇଁ ନିଜ ଜୀବନକୁ ବିପଦରେ ପକାନ୍ତୁ ନାହିଁ। ଟ୍ବିଟ୍ କରି ଲୋକଙ୍କୁ ସଚେତନ କରିଛି ଓଡ଼ିଶା ପୋଲିସ । ବର୍ତ୍ତମାନ ସମୟରେ ରିଲ୍ସ ନିଶାରେ ମାତୁଛନ୍ତି ବିଭିନ୍ନ ବର୍ଗର ଲୋକେ ।

ସୋସିଆଲ ମିଡ଼ିଆରେ ପରିଚିତ ହେବା ଆଶାରେ କିଛି ଯୁବଗୋଷ୍ଠୀ ବିପଦସଂକୁଳ ସ୍ଥାନରେ ରିଲ୍ସ୍ ପ୍ରସ୍ତୁତ କରିବା ଭଳି ଘଟଣା ନଜରକୁ ଆସୁଛି। ଏପିରିକି ବିଭିନ୍ନ ପ୍ରକାର ଷ୍ଟଣ୍ଟ ଯେମିତି କି ବାଇକରେ ରିଲ୍ସ ବନାଇବା, ଚଳନ୍ତା ଟ୍ରେନରେ ରିଲ୍ସ କରୁଛନ୍ତି ଯୁବପୀଢି। ଏହାଦ୍ବାରା ଦୁର୍ଘଟଣା ଘଟିବା ସହିତ ପ୍ରାଣହାନୀ ହେବାର ସମ୍ଭାବନା ରହିଛି । ଦାୟିତ୍ବପୂର୍ଣ୍ଣ ନାଗରିକ ଭାବେ ଏଭଳି ଶସ୍ତା ଲୋକପ୍ରିୟତା ପଛରେ ନପଡି, ଏଭଳି ବିପଜ୍ଜନକ କାର୍ଯ୍ୟରୁ ନିଜକୁ ଦୂରେଇ ରଖିବାକୁ ପରାମର୍ଶ ଦେଇଛନ୍ତି ପୋଲିସ ଡିଜି।

   Related Posts