ସଡକ ଦୁର୍ଘଟଣାରେ ପୋଲିସ କନଷ୍ଟେବଳଙ୍କ ମୃତ୍ୟୁ

Published By : Prameya-News7 Bureau | May 06, 2018 IST

ସଡକ ଦୁର୍ଘଟଣାରେ ପୋଲିସ କନଷ୍ଟେବଳଙ୍କ ମୃତ୍ୟୁ ଗଂଜାମ ଜିଲ୍ଲା ଆସିକାରେ ଦୁର୍ଘଟଣା ହୋଇଛି ମୃତକ ଦିଗପହଣ୍ଡି ଥାନାର କନଷ୍ଟେବଳ ପ୍ରକାଶ ଜେନା ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ହୋଇଥିଲା ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଜବତ କରିଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.