ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ବାରବାଟୀରେ ପୋଲିସ ଡିଜି ସୁନୀଲ ବଂଶଲ, ଟି-ଟ୍ୱେଣ୍ଟି ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର କଲେ ସମୀକ୍ଷା

10/06/2022 at 12:58 PM

କଟକ ୧୦/୦୬: ବାରବାଟୀରେ ପୋଲିସ ଡିଜି ସୁନୀଲ ବଂଶଲ । ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ତାଙ୍କ ସହ ଅଛନ୍ତି ଆଇନଶୃଂଖଳା ଏଡିଜି ଆର୍କେ ଶର୍ମା । ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ କଟକ ଡିସିପି ପିନାକ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଡିଜିପି । ସେପଟେ ବାରବାଟୀ ସମୀକ୍ଷା ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି । ସେ କହିଛନ୍ତି ଖେଳ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆବଶ୍ୟକ ଅନୁସାରେ ପୋଲିସ ଫୋର୍ସ ଓ ଅଫିସରଙ୍କୁ ମୁତୟନ କରାଯିବ । ସେଥିପାଇଁ ପୋଲିସ ମୁଖ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଦର୍ଶକଙ୍କ ସୁରକ୍ଷା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ଶୃଙ୍ଖଳିତ ଭାବେ ବସି ମ୍ୟାଚ ଦେଖିବାକୁ ଦର୍ଶକଙ୍କୁ ଡିଜିପିଙ୍କ ପରାମର୍ଶ ଦେଇଛନ୍ତି ।

   Related Posts