previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ମହାପ୍ରଭୁଙ୍କ ଦର୍ଶନ ବେଳେ ଭକ୍ତଙ୍କୁ ପୋଲିସ୍‌ର ନାଲିଆଖି, ଭିଡିଓ ଭାଇରାଲ୍‌  

3/07/2022 at 9:28 PM

ପୁରୀ, ୦୩/୦୭: ପୋଲିସର ନାଲି ଆଖି। ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନରେ ଆସୁଥିବା ଭକ୍ତଙ୍କୁ ନାଲି ଆଖି ଦେଖାଉଛି ପୋଲିସ। ଆଡପ ମଣ୍ଡପରେ ମହାପ୍ରଭୁ କାଳିଆ ସାଆନ୍ତ ଭକ୍ତଙ୍କୁ ଦୁଇବର୍ଷ ପରେ ଦର୍ଶନ ଦେଉଥିବା ବେଳେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ପୋଲିସ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ଏହାର ସମ୍ପୁର୍ଣ୍ଣ ଓଲଟା ଚିତ୍ର ଦେଖିବାକୁ ମିଳିଛି ଗୁଣ୍ଡିଚା ମନ୍ଦିର ନିକଟରେ। ମହାପ୍ରଭୁଙ୍କ ଦର୍ଶନରେ ଆସୁଥିବା ଭକ୍ତମାନଙ୍କୁ ପୋଲିସ ନାଲି ଆଖି ଦେଖାଉଥିବା ଦେଖିବାକୁ ମିଳିଛି। କେବଳ ସେତିକି ନୁହେଁ ଭକ୍ତଙ୍କ ଉପରକୁ ଚିହିଁକି ଉଠୁଛନ୍ତି ପୋଲିସ ବାବୁ। ଏଭଳି ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଖାକି ପୋଷାକଧାରୀଙ୍କ ଏଭଳି ଦୁର୍ବ୍ୟବହାର ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।

   Related Posts