Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିମିଳିପାଳ ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା କାଳ ଡ୍ୟାମ୍ ଗେଟ୍
  • ||
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ଡ୍ୟୁଟି ସାରି ଘରକୁ ଫେରୁଥିଲେ, ହାତୀ ହାବୁଡ଼ରେ ପଡିଗଲେ ପୋଲିସ କର୍ମଚାରୀ

30/03/2021 at 8:28 AM

କାମାକ୍ଷାନଗର ୩୦।୦୩ : ହାତୀ ଆକ୍ରମଣରେ ପୋଲିସ କର୍ମଚାରୀ ଗୁରୁତର । ତୁମୁସିଙ୍ଗା ଥାନା OAPF କର୍ମଚାରୀ ହୃଷିକେଶ ନାୟକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ହୃଷିକେଶ ନିଜ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କଦଳିପାଳ ଗାଁ ନିକଟରେ ହାତୀ ଆକ୍ରମଣ କରିଥିଲା । ହାତୀ କବଳରୁ ନିଜ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା । କିନ୍ତୁ ହାତୀ ଆକ୍ରମଣରେ ସେ ଗୁରୁତର ହୋଇଛନ୍ତି । ପ୍ରଥମେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବେଳେ ପରେ ତାଙ୍କ ଅବସ୍ଥା ଦେଖି କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts