ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାସ୍ତା ତଳକୁ ଖସିପଡିଲା ଆଳୁ ବୋଝେଇ ଟ୍ରକ୍, ଆଳୁ ବସ୍ତା ବୋହିନେଲେ ଲୋକେ

14/12/2021 at 11:03 AM

ଭଦ୍ରକ ୧୪।୧୨: ରାସ୍ତା ତଳକୁ ଖସିପଡ଼ିଲା ଆଳୁ ବୋଝେଇ ଟ୍ରକ୍ । ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡିଛି । ଅନ୍ୟପଟେ ଲୋକେ ଆଳୁ ବୋହି ନେଇଥିବା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀଠାରେ ଘଟିଛି ଦୁର୍ଘଟଣା ।  ପାଳଦାବାଙ୍କ ନିକଟରେ ଭଦ୍ରକରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ଆଳୁ ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡିଛି । ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଚାଲୁଥିବାରୁ ପୋଲ ନିକଟରେ ତଳକୁ ଖସି ପଡିଛି । ତେବେ ଟ୍ରକ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବାବେଳେ ଲୋକେ ଆଳୁ ବସ୍ତା ବୋହିନେଇଥିବା ଦେଖିବାକୁ ମିଳିଛି ।

   Related Posts