ଆରଏସଏସ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ମୁହଁ ଖୋଲିଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

Published By : Prameya-News7 Bureau | June 03, 2018 IST

ଆରଏସଏସ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ମୁହଁ ଖୋଲିଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଲେ, ଯାହା କହିବେ ନାଗପୁରର କହିବେ | ଆସନ୍ତା ୭ ତାରିଖରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ନାଗପୁରରେ ହେବାକୁ ଥିବା ସଂଘ ଶିକ୍ଷା ବର୍ଗର ସମାପନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.