ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ମହାମହିମ
ଭୁବନେଶ୍ୱର ୧୦।୦୨ : ଓଡିଶାରେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ଭୁବନେଶ୍ୱର ମେୟର । ଖବର ଅନୁଯାୟୀ, ପ୍ରଥମେ ୧୨ଟା ୫ରେ ଉତ୍କଳ ମଣ୍ଡପରେ ପହଞ୍ଚିବେ । ୧୨ଟା ୨୫ରେ ଜ୍ଞାନପ୍ରଭା ମିଶନ ଫାଉଣ୍ଡେସଚ୍ ଡେ’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିନ ଗୋଟାଏ … Continue reading ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ମହାମହିମ
Copy and paste this URL into your WordPress site to embed
Copy and paste this code into your site to embed