vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ସେପ୍ଟେମ୍ବର ୨୨ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

31/08/2018 at 12:11 AM

ଝାରସୁଗୁଡା  ୩୧|୮:   ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପ୍ଟେମ୍ବର ୨୨ରେ ଝାରସୁଗୁଡା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଉଡାନ ଯୋଜନାରେ ନିର୍ମିତ ହୋଇଥିବା ଝାରସୁଗୁଡା ବିମାନବନ୍ଦରର ଉଦଘାଟନ କରିବେ ମୋଦି । ଏନେଇ ଆଜି ଝାରସୁଗୁଡା ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ବିମାନବନ୍ଦର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ ଜୁଏଲ । ଆସନ୍ତା ୬ରେ ଝାରସୁଗୁଡା ଯିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

   Related Posts