Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଲେ ପ୍ରିତିମାନଙ୍କ ବାପା, କହିଲେ ମୋ ପୁଅ ଦୋଷ କରିନି

7/03/2023 at 12:52 PM

ସମ୍ୱଲପୁର ୦୭/୦୩ : ସମ୍ୱଲପୁର ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା । ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ପ୍ରିତିମାନଙ୍କ ବାପା । ସେ କହିଛନ୍ତି ମୋ ପୁଅ ପ୍ରିତିମାନ ନିର୍ଦ୍ଦୋଷ ।

ହତ୍ୟା ହୋଇଛି କି ନାହିଁ ତାହା ପୋଲିସ କହିବ । ତଦନ୍ତ ସରିଛି ସତ କଣ ସାମ୍ନାକୁ ଆସିଯିବ । ୭ ଦିନ ପର୍ଯ୍ୟନ୍ତ ପୁଅକୁ ବୁର୍ଲାରେ ରହିବାକୁ ପୋଲିସ କହିଛି । ତଦନ୍ତରେ ସହଯୋଗ କରିବାକୁ ପୁଅ ବୁର୍ଲାରେ ରହିବ । ତେବେ ଚିନ୍ମୟୀଙ୍କ ପରିବାର ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି ।

ସୂଚନା ଥାଉକି, ଚିନ୍ମୟୀଙ୍କ ଦୁଇ ପୁରୁଷ ବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି । ପ୍ରୀତିମାନ ଓ ମାନସ ମିଛ କହିନାହାନ୍ତି ବୋଲି ଲାଏ ଡିଟେକ୍ସନ ରିପୋର୍ଟରୁ ଜଣାପଡିଛି । ଏଥିରୁ ସ୍ପଷ୍ଟ ଯେ ଚିନ୍ମୟୀ ସାହୁଙ୍କୁ ହତ୍ୟା କରାଯାଇନି । ବରଂ ସେ ପାଣିରେ ବୁଡି ମରିଛନ୍ତି ବୋଲି ସ୍ପଷ୍ଟ କରିଛନ୍ତି ସମ୍ୱଲପୁର ଏସ୍‌ପି ବି.ଗଙ୍ଗାଧର ।

   Related Posts