ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପ୍ରଧ୍ୟାପକ ବସନ୍ତ କୁମାର
20/01/2023 at 12:25 AM

ଭୁବନେଶ୍ୱର ୧୯/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କୁ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ସେଣ୍ଟର ଅଫ୍ ଏକ୍ମିଲେନ୍ସ ଫର୍ ଷ୍ଟଡିସ୍ ଇନ୍ କ୍ଲାସିକାଲ୍ ଓଡ଼ିଆର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ସାକ୍ଷାତ କରିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ ବେଳେ ୨ ଶିକ୍ଷାବିତ୍ ନୂଆ ଶିକ୍ଷା ନୀତିରେ ଭାଷାର ମହତ୍ୱ ଏବଂ ଭାରତୀୟ ଜ୍ଞାନ ପରମ୍ପରା ବିଷୟରେ ଆଲୋଚନା କରିଛନ୍ତି।
Related Posts
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023
ରାଉରକେଲା ଡବଲ ମର୍ଡର ଘଟଣା, ତିନି ଜଣଙ୍କୁ ଅଟକ ରଖିଛି ପୋଲିସ
5 February 2023