ଭୁବନେଶ୍ୱର୨୧/୮: ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଅର୍ଥନୀତି ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି । ଏ ସଂପର୍କରେ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
ଶଙ୍ଖ ଭବନରେ ବିଜେଡି ପରାମର୍ଶଦାତା କମିଟି ବୈଠକ, ବିଭି...