ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ହେଲେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ

Published By : Prameya-News7 Bureau | May 27, 2025 IST

ଭୁବନେଶ୍ବର ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବରେ ରହିବେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ । ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ପ୍ରଫେସର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । 

ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପ୍ରଫେସର ଦଣ୍ଡପାଟ ଦାୟିତ୍ବରେ ରହିବେ । ନୂଆ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

You Can Read:

ପ୍ରସ୍ତାବିତ ଉପକୂଳ ରାଜପଥ ବିଳମ୍ବକୁ ନେଇ ବର୍ଷିଲା ବିଜେଡି, ବିଜେପି କହିଲା ଏହା ସରକାରଙ୍କ ଡ୍ରିମ୍ ପ୍ରୋଜେକ୍ଟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.