ତୁଳସୀକ୍ଷେତ୍ର ସମ୍ମାନରେ ସମ୍ମାନୀତ ହେଲେ ବିଶିଷ୍ଟ ଶିକ୍ଷାବିତ୍ ଡ.ମନୋଜ ରଞ୍ଜନ ନାୟକ
19/01/2023 at 3:11 PM

ଭୁବନେଶ୍ୱର,୧୯/୦୧: ବିଶିଷ୍ଟ ଶିକ୍ଷାବିତ୍ ତଥା ପ୍ରଫେସର ଡ. ମନୋଜ ରଞ୍ଜନ ନାୟକଙ୍କୁ ତୁଳସୀ କ୍ଷେତ୍ର ସମ୍ମାନ ପ୍ରଦାନ କରାଯାଇଛି ।
ପ୍ରଫେସର ଶ୍ରୀ ନାୟକଙ୍କୁ ବାଞ୍ଚାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ପୃଷ୍ଠପୋଷକ ତଥା ଅଲାସ୍କା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ.ଦେବେନ୍ଦ୍ର କୁମାର ଦାସ ତାଙ୍କ ବାସଭବନରେ ଭେଟି ଏହି ସମ୍ମାନ ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ପ୍ରତିଭା ପୂଜା ସଂସଦର ସଭାପତି ପ୍ରଦୀପ କୁମାର ମହାନ୍ତି, ପ୍ରମେୟର ଭୁବନେଶ୍ୱର ବ୍ୟୁରୋ ମୁଖ୍ୟ ଦେବେନ୍ଦ୍ର ସୁଆର ଉପସ୍ଥିତ ରହିଥିଲେ ।
Related Posts
ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
7 February 2023
ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
7 February 2023