AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ତୁଳସୀକ୍ଷେତ୍ର ସମ୍ମାନରେ ସମ୍ମାନୀତ ହେଲେ ବିଶିଷ୍ଟ ଶିକ୍ଷାବିତ୍‌ ଡ.ମନୋଜ ରଞ୍ଜନ ନାୟକ

19/01/2023 at 3:11 PM

ଭୁବନେଶ୍ୱର,୧୯/୦୧: ବିଶିଷ୍ଟ ଶିକ୍ଷାବିତ୍‌ ତଥା ପ୍ରଫେସର ଡ. ମନୋଜ ରଞ୍ଜନ ନାୟକଙ୍କୁ ତୁଳସୀ କ୍ଷେତ୍ର ସମ୍ମାନ ପ୍ରଦାନ କରାଯାଇଛି ।

ପ୍ରଫେସର ଶ୍ରୀ ନାୟକଙ୍କୁ ବାଞ୍ଚାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ପୃଷ୍ଠପୋଷକ ତଥା ଅଲାସ୍କା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ.ଦେବେନ୍ଦ୍ର କୁମାର ଦାସ ତାଙ୍କ ବାସଭବନରେ ଭେଟି ଏହି ସମ୍ମାନ ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ପ୍ରତିଭା ପୂଜା ସଂସଦର ସଭାପତି ପ୍ରଦୀପ କୁମାର ମହାନ୍ତି, ପ୍ରମେୟର ଭୁବନେଶ୍ୱର ବ୍ୟୁରୋ ମୁଖ୍ୟ ଦେବେନ୍ଦ୍ର ସୁଆର ଉପସ୍ଥିତ ରହିଥିଲେ ।

   Related Posts