ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

PSO ଫେରାଇଲେ ଜୟ ନାରାୟଣ ମିଶ୍ର, ଓଡ଼ିଶା ପୋଲିସ୍ ଉପରେ ଭରସା ନଥିବାରୁ ଏମିତି ପଦକ୍ଷେପ

3/02/2023 at 1:10 PM

ଭୁବନେଶ୍ୱର ୦୩/୦୨: ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ଫେରାଇଲେ ବିରୋଧୀ ଦଳର ନେତା ଜୟ ନାରାୟଣ ମିଶ୍ର। ଓଡ଼ିଶା ପୋଲିସ ଉପରେ ଭରସା ନାହିଁ କହି ଫେରାଇଲେ।

ନବ ଦାସଙ୍କୁ ହତ୍ୟା ପରେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ଜୟ ନାରାୟଣ। ସେଥିପାଇଁ ତାଙ୍କୁ ସରକାର ଦେଇଥିବା ପିଏସଓ ବା ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ଫେରାଇ ଦେଲେ। ଜୟନାରାୟଣଙ୍କ ସରକାରଙ୍କ ପାଖରେ ଥିବା ସବୁ ପୋଲିସ ଅଧିକାରୀ ଏବେ ଅପରାଧିକ କାର୍ଯ୍ୟକଳାପରେ ରହୁଛନ୍ତୁ । ତେଣୁ ଓଡ଼ିଶା ପୋଲିସ ଉପରେ ମୋର ଆଉ ଆସ୍ଥା କି  ଭରସା ନଥିବା କହି ନେଇଛନ୍ତି ଏମିତି ପଦକ୍ଷେପ।

   Related Posts