oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଅଜଣା ଗାଡି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ

20/02/2021 at 5:34 PM

ଢେଙ୍କାନାଳ ୨୦।୨: ଅଜଣା ଗାଡି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ସ୍ଥାନୀୟ ଲୋକମାନେ ଢେଙ୍କାନାଳ-ଭୁବନ ମୁଖ୍ୟ ରାସ୍ତାକୁ ଗଁନ୍ଦିଆର ମନ୍ଦାରଠାରେ ଅବରୋଧ କରିଥିଲେ । ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପରଣ ଦାବିରେ ଅଡି ବସିଥିଲେ ଉତ୍ୟକ୍ତ ଲୋକେ । ଫଳରେ ଢେଙ୍କାନାଳ ଓ ଭୁବନ ମଧ୍ୟରେ ଦୀର୍ଘ ୩ଘଣ୍ଟା ଧରି ଗାଡି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ଯାହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । 

ମୃତକ ହେଲେ ଗଁନ୍ଦିଆ ଥାନା ଅନ୍ତର୍ଗତ ମନ୍ଦାର ବାଉଁଶବେରେଣୀ ଗ୍ରାମର ସନାତନ ଖଟୁଆ । ଏହି ଶ୍ରମିକ ଜଣଙ୍କ କାମରୁ ସାଇକେଲ ଯୋଗେ ଘରକୁ ଫେରୁଥିବା ସମୟରେ ମନ୍ଦାର ପେଟ୍ରୋଲ ପମ୍ପ ନିକଟରେ କୌଣସି ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ପଳାଇଥିବା ଜଣାପଡିଛି । ଦୁର୍ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।  ଖବରପାଇ ଘଟଣାସ୍ଥଳରେ ଗଁନ୍ଦିଆ  ଥାନା ଅଧିକାରୀ ପହଞ୍ଚି ବୁଝାସୁଝା କରିବା ସହ ପ୍ରଶାସନ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ପରେ ରାସ୍ତା ଅବରୋଧରୁ ଉଠିଥିଲେ ।

   Related Posts