ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ନୀଳଚକ୍ର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌

5/10/2022 at 6:10 PM

ପୁରୀ, ୦୫/୧୦: ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ବେଢ଼ା ଭିତରେ ଥିବା ଅଗ୍ନିଶ୍ଵର ମନ୍ଦିର ପୂଜକ ନୀଳଚକ୍ର ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି । ସେବାୟତ ମାନେ ପୋଲିସକୁ ଖବର ଦେବାପରେ ସମ୍ପୃକ୍ତ ପୂଜକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ସେବାୟତଙ୍କ ଅଭିଯୋଗ କ୍ରମେ ପୂଜକଙ୍କୁ ସିଂହଦ୍ଵାର ଥାନାରେ ଅଟକ ରଖାଯାଇଛି । ଅଗ୍ନିଶ୍ୱର ମନ୍ଦିରର ପୂଜକଙ୍କୁ ପୋଲିସ ପଚରାଉଚରା ଜାରି ରଖିଛି ।

   Related Posts