ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର
28/11/2020 at 6:12 PM

ସମ୍ବଲପୁର୨୮/୧୧: ପୁଣି ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ସମ୍ବଲପୁର କିସିଣ୍ଡା ଅଞ୍ଚଳରୁ ଏହି ଅଭିଯୋଗ ଆସିଛି। ମିଳିଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଅଞ୍ଚଳର ଜଣେ ୧୭ ବର୍ଷିୟା ଯୁବତୀଙ୍କୁ ଜଣେ ବିବାହିତ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ନାବାଳିକାଙ୍କୁ ଘରକୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସମ୍ପୃକ୍ତ ନାବାଳିକାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି| ବାହାର ରାଜ୍ୟରେ ଡ୍ରାଇଭର କାମ କରୁଥିବା ଜଣେ ବିବାହିତ ଯୁବକ କିସିଣ୍ଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଛି।
Related Posts
ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪୬ ବଖରା ଘର; ବାସହୀନ ୨୨ ପରିବାର
2 February 2023
ବଦଳିଲା ନାଁ: ଓଡ଼ିଶା ଅଗ୍ନିଶମ ସହ ଯୋଡ଼ିହେଲା ଜରୁରୀ କାଳୀନ ସେବା
2 February 2023
ଜିଲ୍ଲା ଚିକିତ୍ସାଳୟର ପ୍ରସୂତି ୱାର୍ଡରୁ ନକଲି ଡାକ୍ତର ଗିରଫ
2 February 2023