ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଭିଜିଲାନ୍ସ ଜାଲରେ ସୁପର ଭାଇଜର, ୧୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

7/07/2022 at 1:01 PM

ପୁରୀ ୭।୭: ଭିଜିଲାନ୍ସ ଜାଲରେ ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପର ଭାଇଜର ନାରାୟଣ ପଟ୍ଟନାୟକ । ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ହେଉଛନ୍ତି ନାରାୟଣ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ ।

ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା‌ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ନାରାୟଣ ଗିରଫ ହୋଇଛନ୍ତି ।‌ ସବସିଡି ଟଙ୍କା ରିଲିଜ ପାଇଁ ଲାଞ୍ଚ ନେଉଥିବା ବେଳେ ତାଙ୍କ ଗିରଫ କରିଛି ଭିଜିଲାନ୍ସ । ସମସ୍ତ ଟଙ୍କାକୁ ଭିଜିଲାନ୍ସ ସିଜ୍ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

   Related Posts