ଟ୍ରଲି ଚଳାଇ ରିଲିଫ ବାଣ୍ଟିଲେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ଜଳ ନିଷ୍କାସନ ପାଇଁ କଲେ ଆଲୋଚନା
23/08/2022 at 6:30 PM

ପୁରୀ, ୨୩/୦୮: ଟ୍ରଲି ଚଳାଇ ରିଲିଫ ବାଣ୍ଟିଲେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ । ବନ୍ୟାଜଳ ଘେରରେ ଜଳବନ୍ଦୀ ଜୀବନ ବିତାଉଥିବା ଲୋକଙ୍କ ପାଖରେ ପହଞ୍ଚି ରିଲିଫ ବାଣ୍ଟିଛନ୍ତି ବିଧାୟକ । ଆଜି ସକାଳେ ପୁରୀ କୃଷ୍ଣପୁର ପଞ୍ଚାୟତରେ ବିଜେପିର ଜାତୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର ଓ ବିଧାୟକ ଜୟନ୍ତ ଷଡଙ୍ଗୀ ବନ୍ୟା ଅଞ୍ଚଳ ପରିଦର୍ଶନ କରିବା ସହ ଟ୍ରଲି ସାହାଯ୍ୟରେ ଲୋକଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଥିଲେ। ତୁରନ୍ତ ଏହି ସବୁ ଅଞ୍ଚଳରୁ କିଭଳି ଜଳ ନିଷ୍କାସନ କରାଯିବ ସେନେଇ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ।
Related Posts
ଦୁଇ ବାଇକ୍ ଧକ୍କା; ୨ ମୃତ ୩ ଗୁରୁତର
28 January 2023