ପୁରୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ମହାନଗର ନିଗମ ହେବ ପୌରପାଳିକା, ପ୍ରତିଷ୍ଠା ହେବ ଜଗନ୍ନାଥ ମ୍ୟୁଜିୟମ

Published By : Prameya-News7 Bureau | July 04, 2025 IST

ପୁରୀ ୪।୭: ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ । ଏ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି । ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ । ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ସହରର ଅଂଶବିଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

You Can Read:

ପୂର୍ବ ସରକାର କଥା ଦେଇ ଭୁଲିଗଲେ, ଆମ ସରକାର ସମସ୍ତ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରାଇବେ- ବିଜେପି ରାଜ୍ୟ ସଭାପତି

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.