ପୁରୀ ଗସ୍ତରେ ୫-ଟି ସଚିବ, ପରିବାର ସହ କଲେ ମହାପ୍ରଭୁଙ୍କ ଦର୍ଶନ
7/09/2022 at 12:22 PM

ପୁରୀ ୦୭।୦୯ : ପୁରୀରେ ଫାଇଭ୍ ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। ବୁଧବାର ସକାଳେ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଆଜି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ସାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ଭି.କାର୍ତ୍ତିକେୟ ପାଣ୍ଡିଆନ । ତାଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ଥିଲେ।
Related Posts
ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ; ଲୁଟିନେଲେ ୫ ଲକ୍ଷ ଟଙ୍କାର ଅଳଙ୍କାର
27 January 2023
ମୁର୍ତ୍ତି ବିସର୍ଜନ ବେଳେ ଅଘଟଣ; ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବକ ମୃତ
27 January 2023