suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ପୁରୀ ଗସ୍ତରେ ୫-ଟି ସଚିବ, ପରିବାର ସହ କଲେ ମହାପ୍ରଭୁଙ୍କ ଦର୍ଶନ

7/09/2022 at 12:22 PM

ପୁରୀ ୦୭।୦୯ : ପୁରୀରେ ଫାଇଭ୍ ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। ବୁଧବାର ସକାଳେ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଆଜି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ସାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ଭି.କାର୍ତ୍ତିକେୟ ପାଣ୍ଡିଆନ । ତାଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ଥିଲେ।

   Related Posts