oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଶ୍ରୀମନ୍ଦିର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ଜଣେ ସନ୍ଦିଗ୍ଧ ଚିହ୍ନଟ, ସେବାୟତଙ୍କୁ ଚାଲିଛି ଜେରା

5/04/2022 at 12:14 PM

ପୁରୀ ୦୫।୦୪ : ଶ୍ରୀମନ୍ଦିର ରୋଷ ଶାଳାରେ ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧ ଯୁବକ ଚିହ୍ନଟ । ସିସିଟିଭିରୁ ଚିହ୍ନଟ ହୋଇଛନ୍ତି ଜଣେ ସନ୍ଦିଗ୍ଧ । ତେବେ ସେ ସେବାୟତ କି ଅଣସେବାୟତ । ତାହା ସ୍ପଷ୍ଟ ହୋଇନାହିଁ ବୋଲି ପୁରୀ ଏସ୍‌ପି ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସିସିଟିଭିରୁ ଜଣେ ସନ୍ଦିଗ୍ଧ ଯୁବକ ଚିହ୍ନଟ କରାଯାଇଛି । ତେବେ ସେ  ଯୁବକ ଜଣଙ୍କ ସେବାୟତ କି ଅଣ ସେବାୟତ ତାହା ସ୍ପଷ୍ଟ ହୋଇନାହିଁ । ଏପିରିକି ୪ ଜଣ ଜେଟିପି ସମ୍ପୃକ୍ତ ଯୁବକଙ୍କୁ ଶ୍ରୀମନ୍ଦିର ବାହାରକୁ ଆଣି ଛାଡିଥିବାର ଦୃଶ୍ୟ ସିସିଟିଭିରୁ ଜଣାପଡିଛି । ସମ୍ପୃକ୍ତ ଜେଟିପି ଓ ଉପସ୍ଥିତ ସେବାୟତମାନଙ୍କୁ ଜେରା ଚାଲିଛି । ଘଟଣାରେ କିଏ କିଏ ସଂପୃକ୍ତି ଅଛନ୍ତି । ସେନେଇ ପୋଲିସ ତଦନ୍ତ କରୁଛି । ଖୁବଶୀଘ୍ର ପୁରା ଘଟଣା ସାମ୍ନାକୁ ଆସିବ ।  

   Related Posts